ପବିତ୍ର ରୁକ୍ମିଣୀ ହରଣ ଏକାଦଶୀ: ରୁକ୍ମିଣୀଙ୍କୁ ବିବାହ କରିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ

ଶବ୍ଦ ଓଡିଶା ବ୍ୟୁରୋ: ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରୁକ୍କିଣୀ ହରଣ ଏକାଦଶୀ ନୀତି । ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ରୁକ୍କିଣୀଙ୍କୁ ବିବାହ କରିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଚୂଡାନ୍ତ ହୋଇଛି ।
ଅପରାହ୍ମ ୧ଟାରୁ ୫ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦର୍ଶନ ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ । ବିବାହ ଉତ୍ସବକୁ ଧୁମଧାମରେ ପାଳନ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପୁରା ପ୍ରସ୍ତୁତ । ସକାଳୁ ଦ୍ୱାରଫିଟା ପରେ ବାଜୁଛି ତେଲିଙ୍ଗି ବାଜା ସହ ଶଙ୍ଖମହୁରୀ ।

You May Also Like

More From Author

+ There are no comments

Add yours