Thu. Oct 15th, 2026

ଗତକାଲି ବାଲେଶ୍ୱର ଜିଲ୍ଲା ବାହନଗାରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଛି। ଦୁଇଟି ସୁପର୍‌ ଫାଷ୍ଟ ଓ ଗୋଟିଏ ମାଲ୍‌ଗାଡ଼ି ମଧ୍ୟରେ ଦୁର୍ଘଟଣାରେ ୨୩୮ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ୯ ଶହରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି
ଭୟଙ୍କର ଦୁର୍ଘଟଣା ସ୍ଥିତିର ସମୀକ୍ଷା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଆସୁଛନ୍ତି। ପ୍ରଥମେ ପ୍ରଧାନମନ୍ତ୍ରୀ ମୋଦି ଦୁର୍ଘଟଣା ସ୍ଥଳ ବାଲେଶ୍ୱର ଯିବେ ଓ ଏହାପରେ କଟକ SCB ମେଡିକାଲ୍‌ରେ ଆହତ ରେଳଯାତ୍ରୀଙ୍କୁ ଭେଟିବେ ବୋଲି ଜଣାପଡ଼ିଛି। ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।

Leave a Reply

Your email address will not be published. Required fields are marked *