ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଉପଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଶବ୍ଦ ଓଡିଶା ବ୍ୟୁରୋ: ନବରଙ୍ଗପୁର ଉପଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ଚଢାଉ । ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ବିରୋଧରେ ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ରେଡ୍ କରିଛି ଭିଜିଲାନ୍ସ । ଭଦ୍ରକ, ଭୁବନେଶ୍ୱର ସମେତ ୯ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ । ଭୁବନେଶ୍ୱର କାନନ ବିହାର ସ୍ଥିତ ଦୁଇ ମହଲା ବାସଭବନ, ନବରଙ୍ଗପୁର ସ୍ଥିତ ସରକାରୀ ବାସଭବନ ଓ କାର୍ଯ୍ୟାଳୟ, ଭଦ୍ରକର ବାହୁଡରଡ ସ୍ଥିତ ପୈତୃକ ବାସଭବନ ସମେତ ୯ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍ ।

You May Also Like

More From Author

+ There are no comments

Add yours