Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟ ସରକାର ଆଇଏଏସସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି । ୨୦୧୨ ବ୍ୟାଚ୍ ଆଇଏଏସ ସ୍ମୃତିରଞ୍ଜନ ପ୍ରଧାନଙ୍କୁ ଗଜପତି ଜିଲ୍ଲାର ନୂଆ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ଗଜପତି ଜିଲ୍ଲାପାଳ ତଥା ୨୦୧୫ ବ୍ୟାଚ୍ ଆଇଏଏସ୍ ଲିଙ୍ଗରାଜ ପଣ୍ଡାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗରେ ସାମାଜିକ କଲ୍ୟାଣ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି ।

Leave a Reply

Your email address will not be published. Required fields are marked *