Wed. Oct 14th, 2026

ଶବ୍ଦ ଓଡିଶା ବ୍ୟୁରୋ: ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଆଜି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

Leave a Reply

Your email address will not be published. Required fields are marked *