Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ପଶ୍ଚିମବଙ୍ଗର ବାଙ୍କୁରାରେ ପୁଣି ଦୁଇଟି ମାଲବାହୀ ଟ୍ରେନ ମଧ୍ୟରେ ଦୁର୍ଘଟଣା ଘଟିଛି। ରବିବାର ଭୋର ୪ଟାରେ ଦୁର୍ଘଟଣା ଘଟିଥିବା ବେଳେ ମାଲବାହୀ ଟ୍ରେନର ୧୨ଟି ବଗି ଲାଇନଚ୍ୟୁତ ହୋଇଯାଇଛି।

ଦୁର୍ଘଟଣାଗ୍ରସ୍ତ ଦୁଇଟି ମାଲବାହୀ ଟ୍ରେନ ମଧ୍ୟରୁ ଗୋଟିଏ ଅନ୍ୟଟିକୁ ପଛ ପଟୁ ଧକ୍କା ଦେଇଥିଲା। ଫଳରେ ଦୁଇଟି ଯାକ ଟ୍ରେନ କ୍ଷତିଗ୍ରସ୍ତ ହେବାର ସହ ୧୨ଟି ବଗି ଲାଇନଚ୍ୟୁତ ହୋଇଯାଇଛି। ଓଣ୍ଡା ଷ୍ଟେସନରେ ଦୁର୍ଘଟଣା ଘଟିଥିବାରୁ ରେଳ ସେବା ପ୍ରଭାବିତ ହୋଇଛି।

Leave a Reply

Your email address will not be published. Required fields are marked *