ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା । ଏଥିପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରପଡ଼ା, କଟକ, ଢେଙ୍କାନାଳ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।ସେହିପରି ପରବର୍ତ୍ତୀ ୨ ଦିନରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୭ ଓ ୨୮ ତାରିଖ ବେଳକୁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

You May Also Like

More From Author

+ There are no comments

Add yours