ସକ୍ରିୟ ଲଘୁଚାପ ପ୍ରଭାବରେ ୨୯ ଯାଏଁ ପ୍ରବଳ ବର୍ଷା ସମ୍ଭାବନା, ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆଜି ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ; ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୁଳ, ଦେବଗଡ଼, କେନ୍ଦୁଝର ଜିଲ୍ଲାକୁ ୱାର୍ଣ୍ଣିଂ। ଆଗାମୀ ୩ ଦିନ ପାଇଁଁ ରେନ୍ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ।