୫ଟି ସ୍ଥାନରେ ଆରମ୍ଭ ହେବ ବନ୍ଦେ ଭାରତ ଟ୍ରେନ୍ ସେବା

ଶବ୍ଦ ଓଡିଶା ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶ ଗସ୍ତରେ ଯାଇ ରାଣୀ କମଳାପତି ରେଳଷ୍ଟେସନରେ ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ । ଏହି ପାଞ୍ଚଟି ବନ୍ଦେ ଭାରତ ଟ୍ରେନ ହେଲା-ଭୋପାଳ(ରାଣୀ କମଳାପତି)-ଇନ୍ଦୋର ବନ୍ଦେ ଭାରତ ଏକ୍ସପ୍ରେସ, ଭୋପାଳ (ରାଣୀ କମଳାପତି)-ଜବଲପୁର ବନ୍ଦେ ଭାରତ ଏକ୍ସପ୍ରେସ, ରାଞ୍ଚି-ପାଟନା ବନ୍ଦେ ଭାରତ ଏକ୍ସପ୍ରେସ, ଧରୱାଡ-ବେଙ୍ଗାଲୁରୁ ବନ୍ଦେ ଭାରତ ଏକ୍ସପ୍ରେସ ଏବଂ ଗୋଆ (ମାଡଗାଓଁ) ମୁମ୍ବାଇ ବନ୍ଦେ ଭାରତ ଏକ୍ସପ୍ରେସ ।

ଭୋପାଳ(ରାଣୀ କମଳାପତି) -ଇନ୍ଦୋର ବନ୍ଦେ ଭାରତ ଏକ୍ସପ୍ରେସ ମଧ୍ୟପ୍ରଦେଶର ଦୁଇ ନଗରୀ ମଧ୍ୟରେ ସହଜ ଓ ଦୃତ ଯାତ୍ରାର ସୁବିଧା କରିବା ସହ ସେ ଅଞ୍ଚଳରେ ସାଂସ୍କୃତିକ, ପର୍ଯ୍ୟଟନ ଓ ଧାର୍ମିକ ସ୍ଥଳୀ ସହ ସଂଯୋଗୀକରଣ ବୃଦ୍ଧି କରିବ ।

You May Also Like

More From Author

+ There are no comments

Add yours