ଆଡ଼ପ ଦର୍ଶନ ହେଲା ଶେଷ ଦର୍ଶନ

ଆଡ଼ପ ଦର୍ଶନ ହେଲା ଶେଷ ଦର୍ଶନ। ମହାପ୍ରଭୁଙ୍କୁ ଦର୍ଶନ କରି ଫେରିବା ବେଳେ ଭକ୍ତଙ୍କ ମୃତ୍ୟୁ। ମୃତ ଭକ୍ତ ହେଉଛନ୍ତି କାକଟପୁର ଅଞ୍ଚଳର ଲକ୍ଷ୍ମୀଧର ଖୁଣ୍ଟିଆ । ଦର୍ଶନ ସାରି ଫେରିବା ପରେ ଅସୁସ୍ଥ ହୋଇ ପଡ଼ିଥିଲେ ଭକ୍ତ। ଗୁରୁତର ଅବସ୍ଥାରେ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି

You May Also Like

More From Author

+ There are no comments

Add yours