ପ୍ରଭୁ ଶ୍ରୀବଳଭଦ୍ରଙ୍କ ପହଣ୍ଡି: ଝୁଲିଝୁଲି ଆସିଲେ ଭାଇ ବଳରାମ

ଶବ୍ଦ ଓଡିଶା ବ୍ୟୁରୋ: ପବିତ୍ର ବାହୁଡ଼ା ଯାତ୍ରା । ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡିପରେ ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଗୁଣ୍ଡିଚାଘରୁ ରଥାରୁଢ଼ ପାଇଁ ଅଣାଯାଇଛି । ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଭକ୍ତଙ୍କ ଗହଳରେ ଝୁଲିଝୁଲି ରଥାରେ ବିରାଜମାନ ହେବାପାଇଁ ଆସିବାର ଦୃଶ୍ୟ ବିମୋହିତ କରିଛି ।

You May Also Like

More From Author

+ There are no comments

Add yours