ବରଯାତ୍ରୀଙ୍କ ଉପରେ ଚଢିଗଲା ଟ୍ରକ୍, ୫ମୃତ

ଶବ୍ଦ ଓଡିଶା ବ୍ୟୁରୋ: ବରଯାତ୍ରୀଙ୍କ ଉପରେ ଚଢିଗଲା ଟ୍ରକ୍ । ଏହି ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ଜଣ ଗୁରୁତର ଅଛନ୍ତି । କନ୍ୟାଘର ସାମ୍ନାରେ ନାଚୁଥିବା ବେଳେ ଚଢିଗଲା ଟ୍ରକ୍ । ୯ଗୁରୁତର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । କେନ୍ଦୁଝର ଟାଉନ ଥାନା ଯୁଡିଆଘାଟି ଷଠୀଘର ନିକଟରେ ଦୁର୍ଘଟଣା ହୋଇଛି । ତେବେ ଦୁର୍ଘଟଣା ଯୋଗୁଁ ବର ଫେରି ଯାଇଛି, ବାହାଘର ହୋଇପାରି ନାହିଁ ।

You May Also Like

More From Author

+ There are no comments

Add yours