Wed. Oct 14th, 2026

ଶବ୍ଦ ଓଡିଶା ବ୍ୟୁରୋ: ନବଦିନାତ୍ମକ ଯାତ୍ରା ସାରି ଶ୍ରୀଜୀଉ ଜନ୍ମବେଦୀରୁ ନୀଳକନ୍ଦର ଫେରିବେ । ବାହୁଡା ଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ରହିଛି । ଭକ୍ତଙ୍କ ଗହଳିରେ ଶରଧାବାଲି ଉଛୁଳି ଉଠୁଛି । ଭୋରରୁ ନୀତିକାନ୍ତି ଆରମ୍ଭ ହୋଇଛି । ପ୍ରଥମେ ଚକ୍ରରାଜ ସୁଦର୍ଶନ ଏବଂ ପରେ ବଡ ଭାଇ ବଳଭଦ୍ରଙ୍କ ପରେ ଆରମ୍ଭ ହୋଇଛି ଦେବୀ ସୁଭଦ୍ରାଙ୍କ ପହଣ୍ଡିବିଜେ ନୀତି । ଧାଡି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ତିନି ଠାକୁର । ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ଆରମ୍ଭ ।

Leave a Reply

Your email address will not be published. Required fields are marked *