ଦିଗପହଣ୍ଡିରେ ଡବଲ ମର୍ଡର, ୨ଜଣଙ୍କୁ ହତ୍ୟା କରି ଜାଳିଦେଲେ

ଶବ୍ଦ ଓଡିଶା ବ୍ୟୁରୋ: ଗଞ୍ଜାମ ଦିଗପହଣ୍ଡି ଥାନା ମହୁଡ଼ା ଗାଁରେ ଡବଲ ମର୍ଡର। ୨ଜଣ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରି ଜାଳି ଦେଇଛନ୍ତି ଦୁର୍ବୃତ୍ତ। ମୃତକ ଦ୍ୱୟ ହେଲେ ଶିବ ଗୌଡ଼ ଓ ଲିଟୁ ଗୌଡ଼ ।

ଗତକାଲି ବିଳମ୍ବିତ ରାତିରେ ଗାଁ ଭିତରେ ଶିବ ଓ ଲିଟୁଙ୍କୁ ଦୁର୍ବୃତ୍ତମାନେ ହତ୍ୟା କରିଥିଲେ। ପରେ ଗାଁ ମୁଣ୍ଡରେ ଜାଳି ଦେଇଥିଲେ। ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା କୁହାଯାଉଥିବା ବେଳେ ପ୍ରକୃତ କାରଣ ସ୍ପଷ୍ଟ ହୋଇ ନାହିଁ।

You May Also Like

More From Author

+ There are no comments

Add yours