ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା: ୩ ଅଭିଯୁକ୍ତଙ୍କ ବିରୋଧରେ NBW

ଶବ୍ଦ ଓଡିଶା ବ୍ୟୁରୋ: ପାରଳାଖେମୁଣ୍ଡି ଏସିଏଫ ସୌମ୍ୟ ରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା। ୩ ଅଭିଯୁକ୍ତଙ୍କ ବିରୋଧରେ NBW ଜାରି। ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା, ଡିଏଫଓ ସଂଗ୍ରାମ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ନାଁରେ NBW ଜାରି ହୋଇଛି । ୩ ଜଣଙ୍କ ନାଁରେ ୱାରେଣ୍ଟ ଜାରି କରିଛନ୍ତି ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟ । ଆସନ୍ତା ଜୁଲାଇ ୭ ତାରିଖରେ ହାଜର କରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଅନ୍ୟପକ୍ଷରେ ମାମଲା ଖାରଜ ପାଇଁ ହୋଇଥିବା ଆବେଦନକୁ ଅଗ୍ରାହ୍ୟ କରିଛନ୍ତି ।

You May Also Like

More From Author

+ There are no comments

Add yours