ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, କାଲିଠୁ ଉପକୂଳ ଓଡିଶାରେ ପ୍ରବଳ ବର୍ଷିବ

ଶବ୍ଦ ଓଡିଶା ବ୍ୟୁରୋ: ଆସୁଛି ଲଘୁଚାପ, ଆସନ୍ତାକାଲିଠୁ ଆରମ୍ଭ ହେବ ବର୍ଷା । ଆସନ୍ତା ୪ ତାରିଖରୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭବନା ରହିଛି । ଏହି ଲଘୁଚାପ ଦକ୍ଷିଣ ଓଡ଼ିଶା ଓ ଉତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଆସନ୍ତାକାଲିଠୁ ୫ ତାରିଖରେ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସୋଆର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି
ଆଜି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା,କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଆଦି ଜିଲ୍ଲାରେ ଆଜି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛ ।

rain flows down from a roof down

You May Also Like

More From Author

+ There are no comments

Add yours