Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା । ୩ ଅଭିଯୁକ୍ତଙ୍କ ମଧ୍ୟରୁ ବିଦ୍ୟାଭାରତୀ ପଣ୍ଡାଙ୍କର କୌଣସି ଖୋଜ ଖବର ପାଉନି ପୁଲିସ । ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଆଇଆଇସି ବିକ୍ରମ କେଶରୀ ଜେନା ଏହି ସୂଚନା ଦେଇଛନ୍ତି । ୩ ଅଭିଯୁକ୍ତଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ବା ଏନବିଡବ୍ଲ୍ୟୁ ଜାରି କରିଛନ୍ତି କୋର୍ଟ ।

Leave a Reply

Your email address will not be published. Required fields are marked *