ଶବ୍ଦ ଓଡିଶା ବ୍ୟୁରୋ: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବିରେ ସ୍ୱାସ୍ଥ୍ୟସେବା କ୍ରିୟାନୁଷ୍ଠାନ କମିଟିର ବନ୍ଦ ପାଳନ । ୫୦ ଦିନର ଗଣ ସତ୍ୟାଗ୍ରହ ପରେ ରାଜରାସ୍ତାକୁ ଓହ୍ଲାଇଛି କ୍ରିୟାନୁଷ୍ଠାନ କମିଟି । ବେଗୁନିଆବାସୀ ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି । ବନ୍ଦ ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହୋଇଛି । ଦୋକାନ ବଜାର ବନ୍ଦ ହୋଇଥିବା ବେଳେ ଜାତୀୟ ରାଜପଥରେ ଯାନବାହାନ ଚଳାଚଳ ଠପ୍ ହୋଇଛି ।
You May Also Like
ଡେଙ୍ଗୁ ଜ୍ୱରକୁ ମହାମାରୀ ଘୋଷଣା
September 3, 2024
ଓଡ଼ିଶା ଆସୁଛି ୪୮ ହଜାର କ୍ଵିଣ୍ଟାଲ ଆଳୁ
August 21, 2024
ରାଜ୍ୟସ୍ତରୀୟ ଦେଶଭକ୍ତିର କାର୍ଯ୍ୟକ୍ରମ – “ମାତୃଭୂମିକୁ ପ୍ରଣାମ ଉତ୍ସବ”
August 15, 2024
More From Author
ଆଇସିସି ଆଣିଲା ନୂଆ ନିୟମ ଷ୍ଟପ୍ କ୍ଲକ୍
November 22, 2023
୫ ବର୍ଷରେ ରାଜ୍ୟରେ ୨,୮୧୭ ବନ୍ୟପ୍ରାଣୀଙ୍କ ମୃତ୍ୟୁ
November 22, 2023
ଭୁବନେଶ୍ୱରରେ ଜାତୀୟ ନିର୍ବାଚନ କମିଶନଙ୍କ ଟିମ୍
September 13, 2023
+ There are no comments
Add yours