ଆରମ୍ଭ ହେଲା ବର୍ଷା, ୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଆଜି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।

You May Also Like

More From Author

+ There are no comments

Add yours