ଶବ୍ଦ ଓଡିଶା ବ୍ୟୁରୋ: ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ଜାତୀୟ ମାନବାଧିକାର କମିଶନଙ୍କ ହସ୍ତକ୍ଷେପ । ରେଳ ବୋର୍ଡ ଅଧ୍ୟକ୍ଷ ଓ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ତଲବ କରିଛନ୍ତି ଏନଏଚଆରସି । ଏହି ଘଟଣାରେ ଆଜି ପର୍ଯ୍ୟନ୍ତ କି ପଦକ୍ଷେପ ନିଆଯାଇଛି ୪ସପ୍ତାହ ମଧ୍ୟରେ ଜଣାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ଏନଏଚଆରସି ।
