Wed. Oct 14th, 2026

ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସ୍ଥାନ ପାଇଲେ ସମୀର ମହାନ୍ତି। ସମୀର ମହାନ୍ତିଙ୍କୁ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ନିଯୁକ୍ତି ଦେଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।ମାର୍ଚ୍ଚ ମାସରେ ତାଙ୍କ ସ୍ଥାନରେ ମନମୋହନ ସାମଲଙ୍କୁ ବିଜେପି ରାଜ୍ୟ ସଭାପତି ଭାବେ ନିଯୁକ୍ତି ମିଳିଛି। ୨୦୨୦ ଜାନୁଆରୀ ୧୭ରୁ ୨୦୨୩ ମାର୍ଚ୍ଚ ୨୩ ପର୍ଯ୍ୟନ୍ତ ବିଜେପି ରାଜ୍ୟ ସଭାପତି ଥିଲେ ସମୀର ମହାନ୍ତି।

Leave a Reply

Your email address will not be published. Required fields are marked *