ଅପରାହ୍ନରେ ଚନ୍ଦ୍ରଯାନ-୩ ପ୍ରେରଣ କରିବ ଭାରତ

ଶବ୍ଦ ଓଡିଶା ବ୍ୟୁରୋ: ସମସ୍ତ ପ୍ରସ୍ତୁତି ଶେଷ, ଚନ୍ଦ୍ରକୁ ଯିବ ଚନ୍ଦ୍ରଯାନ-୩ । ଆଜି ଅପରାହ୍ନ ୨ଟା ୩୫ରେ ଶ୍ରୀହରିକୋଟାରୁ ଉତକ୍ଷେପଣ କରାଯିବ ଚନ୍ଦ୍ରଯାନ-୩ । ଏଲଭିଏମ-୩ ରକେଟ୍ ଦ୍ୱାରା ମହାକାଶକୁ ପ୍ରେରଣ କରାଯିବ ।
୨୦୧୯ ସେପ୍ଟେ୍ମ୍ବର ମାସରେ ଚନ୍ଦ୍ରଯାନ-୨ ପ୍ରେରଣ କରାଯାଇଥିଲା ।ସବୁକିଛି ଠିକ୍ ଚାଲିଥିବା ବେଳେ ଚନ୍ଦ୍ରପୃଷ୍ଠକୁ ଛୁଇଁବାକୁ ମାତ୍ର ୪୦୦ ମିଟର ଥିବା ବେଳେ ଲ୍ୟାଣ୍ଡର ସହ ଇସ୍ରୋର ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା । ବେଗ ନିୟନ୍ତ୍ରଣ ହୋଇପାରିନଥିଲା । ଗତିପଥରେ ପରିବର୍ତନ ଓ ଦ୍ରୁତ ଗତି ଯୋଗୁଁ କ୍ରାସ ଲ୍ୟାଣ୍ଡିଂ କରିଥିଲା ଲ୍ୟାଣ୍ଡର । ଏହା ସହ ଭାରତର ଚନ୍ଦ୍ର ବିଜୟ ସ୍ୱପ୍ନ ମଧ୍ୟ ଚୁରମାର ହୋଇ ଯାଇଥିଲା ।

You May Also Like

More From Author

+ There are no comments

Add yours