ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବା ସହ ସମଲେଇ ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ

ଶବ୍ଦ ଓଡିଶା ବ୍ୟୁରୋ: ସମ୍ବଲପୁର ଗସ୍ତରେ ୫ ଟି ସଚିବ ଭିକେ ପାଣ୍ଡିଆନ୍ । ସମ୍ବଲପୁର ଗସ୍ତର ୨ୟ ଦିନରେ ଆଜି ସକାଳୁ ସମଲେଇ ମନ୍ଦିରରେ ପହଞ୍ଚି ମା’ ସମଲେଇଙ୍କୁ ଦର୍ଶନ କରିଛନ୍ତି । ଏହାସହ ସମଲେଇ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିଛନ୍ତି ।
ଡିସେମ୍ବର ସୁଦ୍ଧା ଏହି ପ୍ରକଳ୍ପ କାମ ଶେଷ ହେବ ବୋଲି କହିଛନ୍ତି ଭିକେ ପାଣ୍ଡିଆନ୍ । ପରେ ରେଢାଖୋଲ ନିର୍ବାଚନ ମଣ୍ଡଳୀର ହୁମା ବକ୍ର ମନ୍ଦିର ପରିଦର୍ଶନ କରିବା ସହ ସ୍ଥାନୀୟ ଜନସାଧାରଣ ଓ ପୂଜକଙ୍କ ସହ ୫ ଟି ସଚିବ ଆଲୋଚନା କରିବେ

You May Also Like

More From Author

+ There are no comments

Add yours