କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାନ ଚାଣ୍ଡିଙ୍କ ପରଲୋକ

ଶବ୍ଦ ଓଡିଶା ବ୍ୟୁରୋ: ବରିଷ୍ଠ କଂଗ୍ରେସ ନେତା ତଥା କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାନ ଚାଣ୍ଡିଙ୍କ ପରଲୋକ । ୭୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । କିଛି ମାସ ହେବ ସେ ଅସୁସ୍ଥ ଥିଲେ । ବେଙ୍ଗାଲୁରୁର ଏକ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା ।
ଓମାନ ଚାଣ୍ଡିଙ୍କଦେହାନ୍ତ ହୋଇଥିବା ତାଙ୍କ ପୁଅ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ସେ ୨୦୦୪ରୁ ୨୦୦୬ ଓ ୨୦୧୧ରୁ ୨୦୧୬ ପର୍ଯ୍ୟନ୍ତ କେରଳର ମୁଖ୍ୟମନ୍ତ୍ରୀ ଥିଲେ । ସେ ୧୨ ଥର ବିଧାନସଭା ନିର୍ବାଚନ ଜିତିଛନ୍ତି । ।

You May Also Like

More From Author

+ There are no comments

Add yours