Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ବର୍ଷା ଯୋଗୁ ବେହାଲ ହୋଇପଡ଼ିଛି ମାଲକାନଗିରିାର ଅନେକ ଅଞ୍ଚଳରେ ବର୍ଷା ପାଣି ଜମି ରହିଛି । NH ୩୨୬ର ପୋଟେରୁ ପୋଲ ଉପରେ ଆଣ୍ଠୁଏ ଉଚ୍ଚର ପାଣି ଚାଲୁଛି । ସୁଅ ପ୍ରଖର ଥିବାରୁ ଲୋକେମାନେ ଯିବାଆସିବା ସମ୍ଭବପର ହେଉ ନାହିଁ । ଯାହାଫଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଯାନବାହନ ଅଟକି ରହିଛି ।

ସେହିପରି MV 90 ଓ କାଙ୍କୋରକୁଣ୍ଡାରେ ବି ଜାତୀୟ ରାଜପଥ ଉପରେ ପାଣି ଚାଲୁଛି । ଏମଭି ୩୭ରେ ପାଣି ସୁଅ କାଟୁଥିବାରୁ ମାଲକାନଗିରିରୁ ବାଲିମେଳାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି ।

Leave a Reply

Your email address will not be published. Required fields are marked *