Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ନୀଳଗିରି ରୋଡରେ ମେମୁ ଟ୍ରେନ ଦୁର୍ଘଟଣାରୁ ବର୍ତ୍ତିବା ଘଟଣା । କାର୍ଯ୍ୟରେ ଅବହେଳା ପାଇଁ ୨ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ । ଷ୍ଟେସନ ମାଷ୍ଟର, ପଏଣ୍ଟମ୍ୟାନଙ୍କୁ ନିଲମ୍ବନ କରାଯାଇଛି । ଖଡଗପୁର ରେଳ ଡିଭିଜନ ଏ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଖଡଗପୁର ଡିଭିଜନର ସିନିୟର ଡିସିଏମ ଏନେଇ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *