୨୦୨୪ ଟି-୨୦ ବିଶ୍ୱକପ ପାଇଁ ତାରିଖ ଘୋଷଣା

ଶବ୍ଦ ଓଡିଶା ବ୍ୟୁରୋ: ଆଗାମୀ ଟି-୨୦ ବିଶ୍ୱକପ ୨୦୨୪ ପାଇଁ କାର୍ଯ୍ୟସୂଚୀ ସାମ୍ନାକୁ ଆସିଛି । ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳଯିବା ଟୁର୍ଣ୍ଣାମେଣ୍ଟ । ଆସନ୍ତ ଜୁନ ୪ ତାରିଖରୁ ୩୦ ତାରିଖରେ ମଧ୍ୟରେ ଟୁର୍ଣ୍ଣାମେଣ୍ଟ ଆୟୋଜନ କରଯିବ । ମୋଟ ୧୦ ଷ୍ଟାଡିୟମରେ ଖେଳାଯିବ ମ୍ୟାଚ ।
୨୭ ଦିନରେ ମୋଟ ୫୫ଟି ମ୍ୟାଚ ଖେଳାଯିବ । ଗତ ଟି-୨୦ ବିଶ୍ୱକପଠାରୁ ଆଗାମୀ ବିଶ୍ୱକପ ଟିକେ ଭିନ୍ନ ରହିବ । ଏଥର ୧୬ ପରିବର୍ତ୍ତେ ୨୦ ଟି ଦଳ ଟୁର୍ଣ୍ଣାମେଣ୍ଟ ଖେଳିବେ ।

You May Also Like

More From Author

+ There are no comments

Add yours