ରାଜ୍ୟରେ ୫ ଜିଲ୍ଲାକୁ ଅରେଞ୍ଜ, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ବଙ୍ଗୋପସାଗରରେ ଲଘୁଚାପ ଯୋଗୁଁ ରାଜ୍ୟରେ ବଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୩ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ । କିନ୍ତୁ କେତକ ଜିଲ୍ଲାରେ ୪ ତାରିଖ ଯାଏ ବର୍ଷା ଲାଗି ରହିବ ।
ସୂଚନା ମୁତାବକ ଆଜି ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

You May Also Like

More From Author

+ There are no comments

Add yours