ଆୟର୍ଲାଣ୍ଡ ବିପକ୍ଷରେ ଭାରତୀୟ ଦଳ ଘୋଷଣା

ଶବ୍ଦ ଓଡିଶା ବ୍ୟୁରୋ: ଆୟର୍ଲାଣ୍ଡ ବିପକ୍ଷରେ ଭାରତୀୟ ଦଳ ଘୋଷଣା ହୋଇଛି । ବହୁତ ଦିନ ପରେ ଦଳକୁ ଫେରିଛନ୍ତି ଭାରତୀୟ ଷ୍ଟାର ବୋଲର ଯଶପ୍ରୀତ ବୁମରାହ । ଏହି ଟି-୨୦ ସିରିଜରେ ଭାରତ ପାଇଁ ବୁମରାହ ଅଧିନାୟକ ଦାୟିତ୍ୱ ତୁଲାଇବେ ।
ସେହିପରି ଉପ ଅଧିନାୟକ ଦାୟିତ୍ୱ ତୁଲାଇବେ ଋତୁରାଜ ଗାଏକ୍ୱାର୍ଡ । ଏହି ସ୍କ୍ୱାର୍ଡରେ ହାର୍ଦ୍ଦିକ ପାଣ୍ଡ୍ୟା, ରୋହିତ ଶର୍ମା, ରବିନ୍ଦ୍ର ଜାଡେଜା ଓ ବିରାଟ କୋହଲିଙ୍କ ଭଳି ସିନିୟର ଖେଳାଳିଙ୍କୁ ସାମିଲ କରାଯାଇ ନାହିଁ ।

You May Also Like

More From Author

+ There are no comments

Add yours