ଆଜି ଓଡ଼ିଶା ଆସିବେ ଅମିତ ଶାହ

ଶବ୍ଦ ଓଡିଶା ବ୍ୟୁରୋ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଭୁବନେଶ୍ୱର ଆସିବେ। ରାତି ୧୦ଟା ୪୦ରେ ଭୁବନେଶ୍ୱର ବିମାନବନ୍ଦରରେ ସେ ପହଞ୍ଚିବେ। ଶନିବାର ଶାହଙ୍କର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ରହିଛି। ଜାତୀୟ ରାଜପଥ ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହାସହ ନକ୍ସଲ୍ ଦମନ ଓ ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ।

You May Also Like

More From Author

+ There are no comments

Add yours