ରାଜ୍ୟସଭାରେ ଆଗତ ହେବ ଦିଲ୍ଲୀ ସେବା ବିଲ୍

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟସଭାରେ ଆଜି ଆଗତ ହେବ ଦିଲ୍ଲୀ ସେବା ବିଲ୍ । ଲୋକସଭାରେ ପାରିତ ହୋଇସାରିଥିବା ଏହି ବିଲ୍ ରାଜ୍ୟସଭାରେ ଆଗତ ହେବ । ଗୃହମନ୍ତ୍ରୀ ଅମିତ ଶାହ ଏହି ବିଲକୁ ଆଗତ କରିବେ ।
କଂଗ୍ରେସ ଏବଂ ଆପ୍ ପକ୍ଷରୁ ସଂସଦରେ ଉପସ୍ଥିତ ରହିବା ନେଇ ସମସ୍ତ ସାଂସଦଙ୍କ ପାଇଁ ହ୍ୱିପ୍ ଜାରି କରାଯାଇଛି । ଆପ୍ ପକ୍ଷରୁ ମୁଖ୍ୟ ସଚେତକ ସୁଶୀଲ କୁମାର ଗୁପ୍ତା ହ୍ୱିପ୍ ଜାରି କରି ରାଜ୍ୟସଭା ସାଂସଦମାନଙ୍କୁ ଆଜି ପୂର୍ବାହ୍ନ ୧୧ଟାରୁ ଗୃହ ମୁଲତବୀ ହେବା ପର୍ଯ୍ୟନ୍ତ ସୁନିଶ୍ଚିତ ଉପସ୍ଥିତ ରହିବା ପାଇଁ କହିଛନ୍ତି ।

You May Also Like

More From Author

+ There are no comments

Add yours