ଭୁବନେଶ୍ୱରରୁ କଳାହାଣ୍ଡିକୁ ଉଡ଼ିବ ବିମାନ

ଶବ୍ଦ ଓଡିଶା ବ୍ୟୁରୋ: କଳାହାଣ୍ଡିକୁ ଉଡ଼ିବ ବିମାନ । ଉତ୍କେଲା ଏୟାରପୋର୍ଟରୁ ବିମାନ ଚଳାଚଳ ଆରମ୍ଭ ହେବାକୁ ଯାଉଛି। କେନ୍ଦ୍ର ସରକାରଙ୍କ ‘ଉଡ଼ାନ୍’ ଯୋଜନାରେ ଏହାର ଭିଭିଭୂମି ପ୍ରସ୍ତୁତି ପ୍ରାୟ ଶେଷ ହୋଇଥିବାବେଳେ DGCA ବିମାନ ଉଡ଼ାଣ ନିମନ୍ତେ ଗ୍ରୀନ ସିଗ୍ନାଲ ଦେଇଛନ୍ତି । ଏହା’ସହ ବିମାନ ଚଳାଚଳ ପାଇଁ DGCA ଲାଇସେନ୍ସ ପ୍ରଦାନ କରିଛନ୍ତି।

DGCAର ଲାଇସେନ୍ସ ପରେ ଟୁଇଟ୍ କରି ଖୁସିବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖୁବଶୀଘ୍ର ଉତ୍କେଲା ଓ ଭୁବନେଶ୍ୱର ମଧ୍ୟରେ ବିମାନ ଚଳାଚଳ କରିବ ବୋଲି ଟୁଇଟ୍ କରି କହିଛନ୍ତି ମୁଖ୍ୟମନ୍ତ୍ରୀ।

You May Also Like

More From Author

+ There are no comments

Add yours