Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ବ୍ରହ୍ମପୁର କେ. ଦିନେଶ କୁମାର ଏବଂ ଦୀପିକାଙ୍କ ସମ୍ପର୍କକୁ ନେଇ ସୃଷ୍ଟି ହୋଇଥିବା ହାଇଡ୍ରାମାରେ ଆସିଛି ନୂଆ ଟ୍ୱିଷ୍ଟ। କେ. ଦିନେଶ କୁମାର ଏବଂ ଦୀପିକାଙ୍କ ଡିଏନଏ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟରେ ହିଁ ଦର୍ଶାଯାଇଛି ଜନ୍ମିତ ଶିଶୁପୁତ୍ର ସନ୍ତାନର ବାୟୋଲୋଜିକାଲ ପ୍ୟାରେଣ୍ଟସ ବା ବାପାମାଆ ହେଉଛନ୍ତି ଦିନେଶ ଏବଂ ଦୀପିକା। ୨୦୨୨ ମସିହାରେ ଏହି ରିପୋର୍ଟ ରାଜ୍ୟ ଫୋରେସିକ୍ ଲାବ୍ ପକ୍ଷରୁ ପ୍ରସ୍ତୁତ ହୋଇଥିବା ଉଲ୍ଲେଖ ରହିଛି।

Leave a Reply

Your email address will not be published. Required fields are marked *