Wed. Oct 14th, 2026

ଶବ୍ଦ ଓଡିଶା ବ୍ୟୁରୋ: ଭୁଲ୍ ଇଞ୍ଜେକସନ ଦେବା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ । ଯାହାକୁ ନେଇ ଡାକ୍ତରଖାନାରେ ଉତ୍ତେଜନା ପ୍ରକାଶ ପାଇଛି। ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ହାତିଗଡ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ସର୍ଦ୍ଦାର ବନ୍ଧ ପଞ୍ଚାୟତର ଶଙ୍ଖାଭଙ୍ଗା ଗ୍ରାମର ଗଙ୍ଗାଧର ମହାନ୍ତ। ତାଙ୍କୁ ୪୫ ବର୍ଷ ହୋଇଥିଲା ।

Leave a Reply

Your email address will not be published. Required fields are marked *