ଶବ୍ଦ ଓଡିଶା ବ୍ୟୁରୋ: : ଆଜି ରାଜ୍ୟର ସମସ୍ତ ୩୧୪ ବ୍ଳକ ଘେରିବ କଂଗ୍ରେସ। ୯ ଦଫା ଦାବିରେ ଦଳ ବ୍ଳକ ଘେରିବ। ଦଳ ଅଭିଯୋଗ କରିଛି ଯେ, ୨୪ ବର୍ଷ ହେଲା ବିଜେଡି ସରକାର ଓଡ଼ିଶାବାସୀଙ୍କ ପାଇଁ କିଛି ଆଖି ଦୃଶିଆ କାମ କରି ନାହିଁ। ଯୋଜନା ପରେ ଯୋଜନା ଘୋଷଣା ହେଉଛି, ଆଉ ନିର୍ବାଚନ ପରେ ସବୁ ବନ୍ଦ ହୋଇ ଯାଉଛି। ଏହା ପ୍ରତିବାଦରେ ଦଳ ଆଜି ସମସ୍ତ ବ୍ଲକ୍ ଆଗରେ ପ୍ରତିବାଦ କରିବ।
