ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ଶବ୍ଦ ଓଡିଶା ବ୍ୟୁରୋ : ରାଜ୍ୟରେ ବର୍ଷା ସମ୍ଭାବନା । ମୌସୁମୀଜନିତ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ ଏହାର ପୂର୍ବଭାଗ ଗୋରଖପୁର, ଦରଭଙ୍ଗା, ବାଲୁର୍‌ଘାଟରୁ ମଣିପୁର ଆଡ଼କୁ ଲମ୍ବିଛି । ଫଳରେ ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି । ଆସନ୍ତା ୨ ଦିନ ରାଜ୍ୟରେ ପାଗ ଶୁଖିଲା ରହିବା ପରେ ୩୦ ତାରିଖ ଆଡ଼କୁ ପୁଣି ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଉଛି ।

You May Also Like

More From Author

+ There are no comments

Add yours