Wed. Oct 14th, 2026

ଶବ୍ଦ ଓଡିଶା ବ୍ୟୁରୋ : ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ସୀମାନ୍ତରେ ରହିଥିବା ଛତିଶଗଡ଼ ବୋରେଇ ଥାନା ଅଂଚଳର ଏକବାରି ଜଂଗଲରେ ଯବାନ ଓ ନକ୍ସଲ ମଧ୍ୟରେ ଗୁଳି ବିନିମୟ। ଗୁଳି ବିନିମୟରେ ଯବାନମାନେ ଜଣେ ନକ୍ସଲକୁ ହତ୍ୟା କରିଥିବା ଜଣାପଡ଼ିଛି। ଏହି ଘଟଣା ପରେ ଆଜି ବୋରେଇ ଅଂଚଳରେ ଉତ୍ତେଜନା ପ୍ରକାଶ ।

କୁନ୍ଦେଇ ଥାନା ଠାରୁ ମାତ୍ର ୫ କିଲୋମିଟର ଦୂରରେ ରହିଛି ଛତିଶଗଡ଼ର ନକ୍ସଲ ପ୍ରଭାବିତ ଅଞ୍ଚଳ ବୋରାଇ ଥାନା। ଏକବାରୀ ଜଙ୍ଗଲରେ ନକ୍ସଲମାନଙ୍କ ଉପସ୍ଥିତି ସମ୍ପର୍କରେ ପୁଲିସ ସୂଚନା ପାଇବା ପରେ ଗତକାଲି ରାତିରେ ଧମତରୀ ଓ ଗାରିଆବନ୍ଦ ଜିଲ୍ଲା ରିଜର୍ଭ ପୁଲିସର ମିଳିତ ସର୍ଚ ଅପରେସନ୍ ହୋଇଥିଲା। ଏହାପରେ ବିଳମ୍ବିତ ରାତିରେ ଉଭୟ ନକ୍ସଲର ଓ ପୁଲିସ ମଧ୍ୟରେ ଗୁଳି ବିନିମୟ ହୋଇଥିଲା

Leave a Reply

Your email address will not be published. Required fields are marked *