ଉତକେଲାରୁ ଆଜିଠୁ ଉଡ଼ିବ ବିମାନ 

ଶବ୍ଦ ଓଡିଶା ବ୍ୟୁରୋ : ଉତକେଲା ବିମାନ ବନ୍ଦରରୁ ଉଡ଼ିବ ବିମାନ । ପୂର୍ବାହ୍ନ ୧୦ଟା ୩୫ ମିନିଟରେ ଉତକେଲା ବିମାନ ବନ୍ଦରରୁ ପ୍ରଥମ ବିମାନ ଭୁବନେଶ୍ୱରକୁ ଯାତ୍ରା କରିବ । ଏହାକୁ ଭର୍ଚୁଆଲରେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଭର୍ଚୁଆଲରେ ଉଦଘାଟନ କରିବେ । ସେହିପରି ଭୁବନେଶ୍ୱର ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ପତାକା ଦେଖାଇ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

You May Also Like

More From Author

+ There are no comments

Add yours