Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ : ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ, ୨୪ ଘଣ୍ଟା ମଧ୍ୟରେ ନେଇପାରେ ଲଘୁଚାପର ରୂପ । ପ୍ରଭାବରେ ୩ ଓ ୪ ତାରିଖରେ ରାଜ୍ୟରେ ବିସ୍ତୃତ ବର୍ଷା ହୋଇପାରେ । ଶନିବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ୩ ତାରିଖରେ ଉପକୂଳ ଓଡ଼ିଶା ସମେତ ଅଧିକାଂଶ ଜିଲ୍ଲା, ୪ ତାରିଖରେ ଅଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲା ଓ ୫ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲା‌ରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *