ଏସିଆ କପ: ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ଶବ୍ଦ ଓଡିଶା ବ୍ୟୁରୋ : ଏସିଆ କପର ଆଜି ମହାମୁକାବିଲା, ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ । ହାଇଭୋଲଟେଜ ମ୍ୟାଚ ଦେଖିବାକୁ ଉଭୟ ଦେଶର କ୍ରିକେଟ ପ୍ରେମୀ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି । ଆଜି ଅପରାହ୍ନ ୩ଟାରେ ଶ୍ରୀଲଙ୍କାର ପାଲେକଲ ଷ୍ଟାଡିୟମରେ ଭାରତ – ପାକିସ୍ତାନ ମଧ୍ୟରେ ମ୍ୟାଚ ଖେଳାଯିବ । ଭାରତ-ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ବଡ ଲଢେଇ ଭାବେ ବିବେଚନା କରାଯାଏ ।

You May Also Like

More From Author

+ There are no comments

Add yours