Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ୧ ଲକ୍ଷ ୩୦ହଜାର ପ୍ରାଥମିକ ଶିକ୍ଷକ ଆଜିଠାରୁ ସାମୂହିକ ଛୁଟିରେ ଯିବେ । ରାଜ୍ୟର ୩୧୪ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେବେ ଶିକ୍ଷକ ଶିକ୍ଷୟିତ୍ରୀ।

ଠିକା ବ୍ୟବସ୍ଥା ଉଚ୍ଛେଦ, କେନ୍ଦ୍ରୀୟ ହାରରେ ବେତନ ଓ ପୁରୁଣା ପେନସନ ବ୍ୟବସ୍ଥା ଲାଗୁ ଭଳି ତିନି ଦଫା ଦାବିରେ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବେ ପ୍ରାଥମିକ ଶିକ୍ଷକ। କାର୍ଯ୍ୟବନ୍ଦ ଆନ୍ଦୋଳନ ପାଇଁ ରାଜ୍ୟର ପ୍ରାୟ ୫୬ ହଜାର ସ୍କୁଲରେ ପାଠ ପଢା ଠପ୍ ହୋଇପାରେ।

Leave a Reply

Your email address will not be published. Required fields are marked *