Wed. Oct 14th, 2026

ଶବ୍ଦ ଓଡିଶା ବ୍ୟୁରୋ: ନୂଆଦିଲ୍ଲୀରେ ଜି୨୦ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଥିବା ବେଳେ ଆଜି ଭାରତରେ ପହଞ୍ଚିବେ ବିଶ୍ୱସ୍ତରୀୟ ନେତା। ସମସ୍ତଙ୍କ ନଜର ସବୁଠୁ ଶକ୍ତିଶାଳୀ ରାଷ୍ଟ୍ର ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଜୋ ବାଇଡଡେନଙ୍କ ଉପରେ ରହିଛି। ବାଇଡେନ ଆଜି ସନ୍ଧ୍ୟାରେ ଭାରତରେ ପହଞ୍ଚିବେ । ସନ୍ଧ୍ୟା ପ୍ରାୟ ୭ଟା ବେଳେ ସେ ନୂଆଦିଲ୍ଲୀରେ ପହଞ୍ଚିବେ ବୋଲି ଜଣାଯାଇଛି। ଏହାପରେ ସିଧାସଳଖ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିପାକ୍ଷିକ ଆଲୋଚନାରେ ସାମିଲ ହେବେ।

Leave a Reply

Your email address will not be published. Required fields are marked *