ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ 

ଶବ୍ଦ ଓଡିଶା ବ୍ୟୁରୋ: ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୧୩ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଓସେପା ୱେବସାଇଟ୍ ଡବ୍ଲୁଡବ୍ଲୁଡବ୍ଲୁ ଓସେପା ଡଟ୍ ଓଡ଼ିଶା ଡଟ୍ ଗଭ୍ ଡଟ୍ ଇନରେ ବିଜ୍ଞପ୍ତି ପ୍ରକାଶ ପାଇଛି । ଅକ୍ଟୋବର ୧୦ ତାରିଖ ପର୍ଯ୍ୟନ୍ତ ଆବେଦନ କରାଯାଇପାରିବ । ଏହି ପ୍ରକ୍ରିୟା ସଂପୂର୍ଣ୍ଣ ଭାବେ ଅନଲାଇନରେ ହେବ ।

You May Also Like

More From Author

+ There are no comments

Add yours