Wed. Oct 14th, 2026

ଶବ୍ଦ ଓଡିଶା ବ୍ୟୁରୋ: ଏସିଆ କପର ହାଇଭୋଲଟେଜ୍ ଭାରତ-ପାକିସ୍ତାନ ମ୍ୟାଚରେ ବାଧକ ସାଜିଛି ବର୍ଷା । ଟୁର୍ଣ୍ଣାମେଣ୍ଟରେ ଦ୍ୱିତୀୟ ଥର ପାଇଁ ଦୁଇ ଟିମ ମୁହାଁମୁହିଁ ହୋଇଥିଲେ । କିନ୍ତୁ ପ୍ରଥମ ମ୍ୟାଚ ଭଳି ଗତକାଲି ଖେଳାଯାଇଥିବା ମ୍ୟାଚ ବର୍ଷା ଯୋଗୁଁ ଅଧାରେ ଅଟକି ରହିଛି ।
ଆଜି ପୁଣି ଭାରତୀୟ ଦଳ ଗତକାଲିର ଅସମାପ୍ତ ଇନିଂସରୁ ଅର୍ଥାତ ଅଧା ପାଳିରୁ ଖେଳ ଆରମ୍ଭ କରିବ । କାଲି ଟସ ହାରି ଭାରତ ପ୍ରଥମେ ବ୍ୟାଟିଂ କରିଥିଲା । ୨୪ ଦଶମିକ ୧ ଓଭରରେ ୨ ୱିକେଟ ହରାଇ ଭାରତ ୧୪୭ ରନ କରିଥିବା ବେଳେ କଲମ୍ବୋ ପ୍ରବଳ ବର୍ଷା ହେବାରୁ ଖେଳ ସ୍ଥଗିତ ରହିଥିଲା ।

Leave a Reply

Your email address will not be published. Required fields are marked *