Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ସମ୍ବଲପୁର ଚାଉଁରପୁର ବ୍ରିଜ ଉପରୁ ଡେଇଁ ବ୍ୟକ୍ତି ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ । ବ୍ରିଜ ଉପରେ ସ୍କୁଟି ରଖି ନଦୀକୁ ଡେଇଁ ପଡ଼ିଛନ୍ତି ବ୍ୟକ୍ତିଜଣଙ୍କ । ଖବର ପାଇ ସ୍ଥାନୀୟ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛନ୍ତି । ବ୍ୟକ୍ତିଙ୍କ କୌଣସି ପରିଚୟ ମିଳି ପାରିନାହିଁ ।

Leave a Reply

Your email address will not be published. Required fields are marked *