ଭୁବନେଶ୍ୱରରେ ଜାତୀୟ ନିର୍ବାଚନ କମିଶନଙ୍କ ଟିମ୍

ଶବ୍ଦ ଓଡିଶା ବ୍ୟୁରୋ: ସାଧାରଣ ନିର୍ବାଚନ ପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ଟିମ୍ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ୱର ଖାରବେଳ ଭବନରେ ଆଜି ଜିଲ୍ଲାପାଳଙ୍କ ବୈଠକରେ ଯୋଗଦେବେ ଏହି ଟିମ୍ । ଜିଲ୍ଲାପାଳଙ୍କ ସହ ପ୍ରସ୍ତୁତିର ସମୀକ୍ଷା କରିିବେ ନିର୍ବାଚନ ଆୟୋଗଙ୍କ ଟିମ୍ । ବୈଠକରେ ଭୋଟର ତାଲିକା ପ୍ରସ୍ତୁତି ନେଇ ହେବ ଆଲୋଚନା । ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଓ ସମ୍ବେଦନଶୀଳ ବୁଥ୍ ଉପରେ ହେବ ଚର୍ଚ୍ଚା ।

You May Also Like

More From Author

+ There are no comments

Add yours