Wed. Oct 14th, 2026

ପ୍ରତିଦିନର ଖାଦ୍ୟରେ ବ୍ୟବହାର ହେଉଥିବା ଧନିଆ ପତ୍ରର ସ୍ୱାସ୍ଥ୍ୟ ପ୍ରତି ଖୁବ୍ ହିତକାରକ । ଏଥିରେ ଥିବା ଆଣ୍ଟି-ଅକ୍ସିଡେଣ୍ଟସ୍ ,ବିଟା କେରୋଟିନ୍ , ଭିଟାମିନ୍ ସି ଏବଂ ଫୋଲେଟତ୍ତ୍ୱଚର ପାଇଁ ରାମବାଣ ପରି କାମ କରିଥାଏ । ଧନିଆ ପତ୍ରରେ ଆଣ୍ଟି-ଫଙ୍ଗଲ୍ ତତ୍ତ୍ୱ ଥାଏ ଯାହା ସ୍କିନ୍ ଇନଫେକ୍ସନ୍ ହେବାରୁ ବଂଚାଇଥାଏ । ଏତଦ୍ ବ୍ୟତୀତ ବଢୁଥିବା ବୟସର ପ୍ରଭାବକୁୁ ବି ଦୂର କରିବା ପାଇଁ ଏହା ଖୁବ୍ ସାହାଯ୍ୟ କରିଥାଏ । ତୈଳାକ୍ତ ତ୍ୱଚା ପାଇଁ ଧନିଆ ପତ୍ର ଖୁବ୍ ଲାଭକାରୀ ହୋଇଥାଏ । ଏହା ତ୍ୱଚାରୁ ଅତିରିକ୍ତ ତୈଳକୁ ଶୁଖାଇ ଦେଇଥାଏ । ଏହି କାରଣରୁ ଚେହେରାରେ ଦାଗ , କୁଞ୍ଚନ ମଧ୍ୟ ପଡିନଥାଏ ।

Leave a Reply

Your email address will not be published. Required fields are marked *