ଚର୍ଚ୍ଚିଲଙ୍କ ମନ୍ତବ୍ୟକୁ ଆନନ୍ଦ ମହିନ୍ଦ୍ରାଙ୍କ କଟାକ୍ଷ

ଭାରତ ସ୍ବାଧୀନତା ହେବା ପରେ ବ୍ରିଟିଶର ପୂର୍ବତନ ପ୍ରଧାନମନ୍ତ୍ରୀ ୱିନଷ୍ଟନ ଚର୍ଚ୍ଚିଲ ଭାରତୀୟଙ୍କ ଦକ୍ଷତାକୁ ନେଇ କଟାକ୍ଷ କରିଥିଲେ । ତେବେ ଆଜି ଦେଶର ୭୫ତମ ସ୍ବାଧୀନତା ଦିବସ ଅବସରରେ ଭାରତୀୟ ବଂଶୋଦ୍ଭବ ୟୁକେର ଶାସନ ଭାର ଗ୍ରହଣ କରିଛନ୍ତି । ଏହି ଅବସରରେ ୱିନଷ୍ଟନଙ୍କ ଉକ୍ତ ମନ୍ତବ୍ୟକୁ କଟାକ୍ଷ କରିଛନ୍ତି ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରା । ଯେତେବେଳେ ଭାରତ ୧୯୪୭ ମସିହାରେ ସ୍ବାଧୀନ ହୋଇଥିଲା, ସେତେବେଳେ ଭାରତଙ୍କୁ ବ୍ରିଟିଶର ପୂର୍ବତନ ପ୍ରଧାନମନ୍ତ୍ରୀ ୱିନଷ୍ଟନ୍ ଚର୍ଚ୍ଚିଲ କଟାକ୍ଷ କରିଥିଲେ ।ଆଜି ଦେଶ ୭୫ତମ ସ୍ବାଧୀନତା ଦିବସ ପାଳନ କରୁଥିବାବେଳେ ଜଣେ ଭାରତୀୟ ବଂଶୋଦ୍ଭବ ଏବେ ବ୍ରିଟିଶଙ୍କୁ ଶାସନ କରିବାକୁ ଯାଉଛି ।

You May Also Like

More From Author

+ There are no comments

Add yours