ଶବ୍ଦ ଓଡିଶା ବ୍ୟୁରୋ: ମିଳିଲା ଗୁଳି । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ହେବାର ୪ ଦିନ ପରେ ଗୁଳି ପାଇଛି ତଦନ୍ତକାରୀ ଟିମ୍ । ଅଭିଯୁକ୍ତ ଗୋପାଳ ଦାସ ନିଜ ସର୍ଭିସ ପିସ୍ତଲରୁ ଯେଉଁ ଗୁଳି ମନ୍ତ୍ରୀଙ୍କୁ ମାରିଥିଲେ ସେହି ଗୁଳି ଏବେ ଜବତ ହୋଇଛି । ଫାରୋ- ଥ୍ରୀଡି ସ୍କାନର ମାଧ୍ୟମରେ ସାଇଣ୍ଟିଫିକ୍ ଅଫିସର ଓ ବାଲାଷ୍ଟିକ ବିଶେଷଜ୍ଞଙ୍କ ଦ୍ୱାରା ଏହି ଗୁଳିକୁ ଠାବ କରାଯାଇଛି । କ୍ରାଇମବ୍ରାଞ୍ଚ ପାଇଁ ଏହା ଏକ ବଡ ପ୍ରମାଣ । ଯାହାକୁ ଖୋଜିବା ପାଇଁ ବିଭିନ୍ନ ରଣନୀତି ଆପଣାଇଥିଲା । ଗୁଳିଟି ପାଇବାରେ ସଫଳ ହୋଇଛି କ୍ରାଇମବ୍ରାଞ୍ଚ ଟିମ୍ । ପୂର୍ବରୁ ଗୁଳିର ଖୋକା ପାଇଥିଲା । ଏବେ ଅଭିଯୁକ୍ତକୁ ଦୋଷୀ ପ୍ରମାଣିତ କରିବାରେ କ୍ରାଇମବ୍ରାଞ୍ଚକୁ ବଡ ସହାୟକ ହେବ ।
You May Also Like
ଡେଙ୍ଗୁ ଜ୍ୱରକୁ ମହାମାରୀ ଘୋଷଣା
September 3, 2024
ଓଡ଼ିଶା ଆସୁଛି ୪୮ ହଜାର କ୍ଵିଣ୍ଟାଲ ଆଳୁ
August 21, 2024
ରାଜ୍ୟସ୍ତରୀୟ ଦେଶଭକ୍ତିର କାର୍ଯ୍ୟକ୍ରମ – “ମାତୃଭୂମିକୁ ପ୍ରଣାମ ଉତ୍ସବ”
August 15, 2024
More From Author
ଆଇସିସି ଆଣିଲା ନୂଆ ନିୟମ ଷ୍ଟପ୍ କ୍ଲକ୍
November 22, 2023
୫ ବର୍ଷରେ ରାଜ୍ୟରେ ୨,୮୧୭ ବନ୍ୟପ୍ରାଣୀଙ୍କ ମୃତ୍ୟୁ
November 22, 2023
ଭୁବନେଶ୍ୱରରେ ଜାତୀୟ ନିର୍ବାଚନ କମିଶନଙ୍କ ଟିମ୍
September 13, 2023
+ There are no comments
Add yours