ଗୋପାଳ ଦାସର ୪ ଦିନିଆ ରିମାଣ୍ଡ ଅବଧି ଶେଷ

ଶବ୍ଦ ଓଡିଶା ବ୍ୟୁରୋ: ନବ ଦାସଙ୍କୁ ହତ୍ୟା ଘଟଣାର ଅଭିଯୁକ୍ତ ଗୋପାଳ ଦାସର ଆଜି ସରିବ ରିମାଣ୍ଡ ଅବଧି । କ୍ରାଇମବ୍ରାଞ୍ଚ ପୁଣି ତାଙ୍କୁ ରିମାଣ୍ଡରେ ନେବ କି ନାହିଁ ସ୍ପଷ୍ଟ ସୂଚନା ମିଳିପାରିନାହିଁ । ଗତ ୧ ତାରିଖରୁ ଗୋପାଳଙ୍କୁ ରିମାଣ୍ଡରେ ଆଣି ତନାଘନା କରୁଛି କ୍ରାଇମବ୍ରାଞ୍ଚ । ରିମାଣ୍ଡ ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିଛି କ୍ରାଇମବ୍ରାଞ୍ଚ । ହେଲେ ଏଯାଏଁ ହତ୍ୟାର କାରଣ କ’ଣ ତାହା ଜଣାପଡ଼ିନାହିଁ । ଅଧିକ ତଦନ୍ତ ପାଇଁ ପୁଣି ଥରେ ଗୋପାଳ ଦାସଙ୍କୁ ରିମାଣ୍ଡରେ ଆଣିପାରେ କ୍ରାଇମବ୍ରାଞ୍ଚ । ସେହିପରି ଗୋପାଳ ଦାସଙ୍କୁ କ୍ରାଇମସ୍ପଟକୁ ନେଇ କ୍ରାଇମସିନ୍ ରିକ୍ରିଏସନ୍ କରିପାରେ କ୍ରାଇମବ୍ରାଞ୍ଚ ।

You May Also Like

More From Author

+ There are no comments

Add yours